ରିପୋର୍ଟ କାର୍ଡ / ବଲାଙ୍ଗିର
ସାଙ୍ଗର ଠେଙ୍ଗା ମାଡରେ ସାଙ୍ଗର ମୃତ୍ୟୁ ହୋଇଛି। ଖପ୍ରାଖୋଲ ଥାନା ପୁତୁଲାମହୁଲ ଗାଁରେ ଦେଖିବାକୁ ମିଳିଛି ଏମିତି ଘଟଣା । ଟଙ୍କା ନେଣଦେଣକୁ ନେଇ ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଏହା ଉଗ୍ର ରୂପ ନେଇଥିଲା । ଶେଷରେ ଜଣେ ସାଙ୍ଗର ଠେଙ୍ଗା ମାଡରେ ଅନ୍ୟ ସାଙ୍ଗର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ହେଲେ ବନ୍ଦେପଦର ଗାଁର ସୁଶିଲ ସାହୁ । ଅଭିଯୁକ୍ତ ସାଙ୍ଗ ଫେରାର ଥିବାବେଳେ ଖପ୍ରାଖୋଲ ପୋଲିସ ତଦନ୍ତ ଆରମ୍ଭ କରିଛି ।
More Stories
ଦୁଷ୍କର୍ମ ପରେ ଶିଶୁକନ୍ୟାକୁ ହତ୍ୟା….
କାଳବୈଶାଖୀ ଓ୍ବାର୍ନିଂ,୫୦ରୁ ୬୦ କି.ମି.ବେଗରେ ପବନ…..
ଭୁବନେଶ୍ୱରର ଦୁଇ ଷ୍ଟେସନ ନିକଟରୁ ୨ ମୃତଦେହ ଉଦ୍ଧାର…..