ରିପୋର୍ଟ କାର୍ଡ / ବଲାଙ୍ଗୀର
ଦିନ ଦ୍ୱିପ୍ରହରରେ ବିଚ୍ ରାସ୍ତାରେ ହାଣି ଯୁବକଙ୍କୁ ହତ୍ୟା କରାଯାଇଛି । ଏହି ନିର୍ମମ ହତ୍ୟାକାଣ୍ଡ ଶନିବାର ବଲାଙ୍ଗୀର ଚିମିନିଭାଟି ସ୍କୁଲ୍ ପାଖରେ ଘଟିଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ମୃତଦେହ ନିକଟରେ ଏକ ବାଇକ୍ ପଡିଛି। ଟାଙ୍ଗିଆରେ ଆଣି ହତ୍ୟା କରି ହତ୍ୟାକାରୀ ଫେରାର ହୋଇଯାଇଛନ୍ତି। ମୃତକ ହେଲେ ହରେକୃଷ୍ଣ ରାଉତ । ଖବର ପାଇ ଟାଉନ ଥାନା ପୋଲିସ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।






More Stories
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ…..