ରିପୋର୍ଟ କାର୍ଡ / ବଲାଙ୍ଗୀର
ବଲାଙ୍ଗୀର ଗନ୍ଧମାର୍ଦ୍ଧନ ପାହାଡ଼ରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି | ଏଥିରେ ୨ ନକ୍ସଲଙ୍କ ମୃତ୍ୟୁ ହୋଇଛି | ମୃତ ମାଓବାଦୀ ମାନଙ୍କ ଶବକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଏହା ସହ ଅଧିକ ତଥ୍ୟ ପାଇଁ ପୋଲିସ ତଦନ୍ତ ଜାରି ରହିଛି ଗନ୍ଧମାର୍ଦ୍ଦନ ପାହାଡ଼ରେ ।
More Stories
ଆସିଲା ସୁଭଦ୍ରା ଟଙ୍କା…..
ଶ୍ରୀମନ୍ଦିରକୁ ବୋମା ଧମକ ଦେଇଥିବା ଅଭିଯୁକ୍ତ ଗିରଫ…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..