ରିପୋର୍ଟ କାର୍ଡ / କଟକ
ଉପର ପଡ଼ିଆରେ ବାଲିଯାତ୍ରାକୁ ମିଳିଲା ଅନୁମତି। ଉପର ପଡ଼ିଆ ବାଲିଯାତ୍ରାକୁ ଅନୁମତି ଦେଇଛନ୍ତି ହାଇକୋର୍ଟ। ପୂର୍ବରୁ କେବଳ ତଳ ପଡ଼ିଆରେ ବାଲିଯାତ୍ରା କରିବାକୁ ନିଷ୍ପତ୍ତି ହୋଇଥିଲା। ନିଷ୍ପତ୍ତିର ପୁନର୍ବିଚାର ପାଇଁ ପ୍ରଶାସନକୁ କରାଯାଇଥିଲା ଅନୁରୋଧ। ସବୁ ମହଲରୁ ପ୍ରଶାସନକୁ ଅନୁରୋଧ କରାଯାଇଥିଲା। ଆଜି ହାଇକୋର୍ଟ ଉପର ପଡ଼ିଆରେ ବାଲିଯାତ୍ରା କରିବାକୁ ଅନୁମତି ଦେଇଛନ୍ତି।






More Stories
ଘୂର୍ଣ୍ଣିଝଡ଼ ସମ୍ଭାବନା କମ୍….
ଏସିଆନ୍ ଗେମ୍ସ: ଭାରତକୁ ୬ ସ୍ୱର୍ଣ୍ଣ, ୫ମ ସ୍ଥାନରେ ଭାରତ…..
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….