ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ ଉଦ୍ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି।






More Stories
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……