ରିପୋର୍ଟ କାର୍ଡ / ପୁରୀ
ଆଜି ବୁଧବାର ପବିତ୍ର ମାର୍ଗଶୀର-ଶୁକ୍ଳ ଅଷ୍ଟମୀ ତିଥି | ଶ୍ରୀ ବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ପ୍ରାୟ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ଅପରାହ୍ନ ୪ ଟାରୁ ରାତ୍ର ୮ ଘଟିକା ଯାଏଁ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଏହି ସମୟରେ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।






More Stories
ଭୁବନେଶ୍ୱର ଗଣବଳାତ୍କାର:ଝିଅମାନେ ରାତି ୮ଟା ପରେ…..
ବଢ଼ିବ ଜମି ମୂଲ୍ୟ…..
ବିଶ୍ଵସନୀୟତା ହରାଉଛି ସରକାର….