ରିପୋର୍ଟ କାର୍ଡ / ପୁରୀ
ଆଜି ବୁଧବାର ମାଘ-କୃଷ୍ଣ ଚତୁର୍ଥୀ ତିଥି। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଶୀବିଗ୍ରହଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ। ସୂଚନା ଓ ସ୍ଥିରୀକୃତ ହୋଇଥିବା ନୀତି ଅନୁଯାୟୀ ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ନ ଘ.୫.୦୦ଟାରୁ ରାତି ଘ.୯.୦୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
More Stories
ୱାୟନାଡରୁ ନାମାଙ୍କନ ଦାଖଲ କଲେ ପ୍ରିୟଙ୍କା…..
ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା…..
ଷ୍ଟୋନ୍ ଅପରେସନ ବେଳେ ବାହାର କରିଦେଲେ କିଡନୀ…..