ରିପୋର୍ଟ କାର୍ଡ / ପୁରୀ
ଆଜି ମହାପ୍ରଭୁଙ୍କର ବନକଲାଗି ନୀତି। ୪ଘଣ୍ଟା ଲାଗି ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଭକ୍ତମାନେ ସାଧାରଣ ଦର୍ଶନରୁ ବଞ୍ଚିତ ରହିବେ। ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସର୍ବସାଧାରଣ ବନ୍ଦ ରହିବ । ତେବେ ଏହି ସମୟରେ ଭକ୍ତମାନେ ମନ୍ଦିରର ପାର୍ଶ୍ବ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସାଧାରଣ ଦର୍ଶନ ବନ୍ଦ ରଖାଯାଏ|






More Stories
୧୦ରେ ରାଜ୍ୟ କ୍ୟାବିନେଟ୍…..
ସସ୍ମିତଙ୍କ ଇସ୍ତଫା ଗୃହୀତ…..
କୁଆପଥର ବର୍ଷା ସହ ଝଡ଼ପବନ…..