ରିପୋର୍ଟ କାର୍ଡ / ପୁରୀ
ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ତା ୦୩.୦୧.୨୦୨୪ ରିଖ ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
More Stories
ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍…..
ବାଇକ୍ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍…..
ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା……