Report Card Odisha

| Daily Odia News

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ଦର୍ଶନ ବନ୍ଦ……

ରିପୋର୍ଟ କାର୍ଡ / ପୁରୀ

ଆଜି ମାର୍ଗଶିର-କୃଷ୍ଣ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ଅପରାହ୍ନ ଘ.୫.୦୦ରୁ ରାତ୍ର ଘ.୯.୦୦ ଟା ପର୍ଯ୍ୟନ୍ତ ବନ୍ଦ ରହିବ। ଏନେଇ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Breaking News