ରିପୋର୍ଟ କାର୍ଡ / ପୁରୀ
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ନୀତି ପାଇଁ ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି। ସୂଚନା ଅନୁସାରେ, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଏବଂ ଦତ୍ତ ମହାପାତ୍ର ନିଯୋଗ ସହ ଆଲୋଚନା ହୋଇଥିଲା। ଏଥିରେ ଥିବା ସବୁ ବିବାଦର ସମାଧାନ ହୋଇଥିବା ଜଣାପଡ଼ିଛି।






More Stories
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ;ପ୍ରବଳ ବର୍ଷୀବ…..
ବଢିଲା ଧାନ ସଂଗ୍ରହ ଅବଧି…..