ରିପୋର୍ଟ କାର୍ଡ / ଭୁବନେଶ୍ୱର
ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟୁଇନ୍ ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ। ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି। ତେବେ ସେମାନଙ୍କୁ ଚେକ୍ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ ପ୍ଲାନ କରିଛି। ଅନ୍ୟପକ୍ଷେ ସହରକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ। ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି ବୋଲି ସେ କହିଛନ୍ତି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..