ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ। ହାସହ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ବହିବ |






More Stories
ଆଉ ଖୋଲାରେ ମିଳିବନି ଗ୍ୟାସ୍……
ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ: SC-ST-OBC ଙ୍କୁ ମିଳିବ…..
ସଚିବସ୍ତରୀୟ ବୈଠକ ଅନୁଷ୍ଠିତ:ଏକୀକୃତ ବ୍ୟବସ୍ଥାକୁ ଆଣିବାକୁ ପରାମର୍ଶ….