Report Card Odisha

| Daily Odia News

ଆଜି ବ୍ୟାଙ୍କ ଧର୍ମଘଟ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆଜି ଅର୍ଥାତ୍ ୨୭ ଜାନୁଆରୀ ୨୦୨୬, ମଙ୍ଗଳବାର ଦିନ ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ୫-ଡେ ବ୍ୟାଙ୍କିଙ୍ଗ୍ ଏବଂ ପେନସନ୍ ସଂସ୍କାର ଭଳି ବିଭିନ୍ନ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ୍ କାମ ବାଧାପ୍ରାପ୍ତ ହୋଇପାରେ।

Breaking News