ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଅର୍ଥାତ୍ ୨୭ ଜାନୁଆରୀ ୨୦୨୬, ମଙ୍ଗଳବାର ଦିନ ଦେଶର ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଂଘ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ୫-ଡେ ବ୍ୟାଙ୍କିଙ୍ଗ୍ ଏବଂ ପେନସନ୍ ସଂସ୍କାର ଭଳି ବିଭିନ୍ନ ଦାବିକୁ ନେଇ କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବାରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ୍ କାମ ବାଧାପ୍ରାପ୍ତ ହୋଇପାରେ।
More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..