ରିପୋର୍ଟ କାର୍ଡ / କଟକ
ବାରବାଟୀ ଷ୍ଟାଡିୟମରେ ହବାକୁ ଥିବା ଟି-୨୦ ମ୍ୟାଚ୍ ବନ୍ଦ କରିବା ପାଇଁ ହାଇକୋର୍ଟରେ ଏକ ମାମଲା ଦାୟର ହୋଇଛି । ଢେଙ୍କାନାଳ ଜିଲ୍ଲା ଭୁବନର ଜନୈକ ବ୍ୟକ୍ତି ବାରବାଟୀ ଷ୍ଟାଡିୟମରେ ହେବାକୁଥିବା ଟି-୨୦ ମ୍ୟାଚ ବନ୍ଦ କରିବାକୁ ହାଇକୋର୍ଟରେ ଜନ ସ୍ୱାର୍ଥ ମାମଲା ଦାୟର କରିଥିବା ସୂଚନା ମିଳିଛି । ଷ୍ଟାଡିୟମରେ ଅଗ୍ନି ନିରାପତ୍ତାର ପର୍ଯ୍ୟାପ୍ତ ବ୍ୟବସ୍ଥା ନଥିବା ଅଭିଯୋଗରେ ଏହି ମାମଲା ଦାୟର ହୋଇଥିବା ଜଣାପଡ଼ିଛି । ବିସିସିଆଇ ଓ ରାଜ୍ୟ ସରକାରଙ୍କ ସହ ୧୫ଜଣଙ୍କୁ ଏଥିରେ ପକ୍ଷଭୁକ୍ତ କରାଯାଇଛି ।






More Stories
ବିଦ୍ୟୁତଗ୍ରାହକଙ୍କ ପାଇଁ ଖୁସିଖବର:ବଢ଼ିବନି ବିଲ୍…..
ସରକାରଙ୍କ ଉପରେ ବର୍ଷିଲେ ନବୀନ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..