ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶୁଭେନ୍ଦୁ ଅଧିକାରୀ ଦାୟିତ୍ୱ ନେବା ପରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦୀର୍ଘଦିନ ଧରି ଥିବା ବାଂଲାଦେଶ ସୀମା ବିବାଦର ସମାଧାନର ବାଟ ଦେଖାଇଛନ୍ତି ମୁଖ୍ୟମନ୍ତ୍ରୀ। ଭାରତ-ବାଂଲାଦେଶ ସୀମାରେ ତାରବାଡ଼ ପାଇଁ ଜମି ଯୋଗାଇବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ଆଗାମୀ ୪୫ ଦିନ ଭିତରେ ଜମି ଯୋଗାଇ ଦେବାକୁ ଘୋଷଣା କରିଛନ୍ତି। ୪୫ ଦିନରେ ସମଗ୍ର ଅଞ୍ଚଳ ସୀମା ସୁରକ୍ଷା ବଳ (ବିଏସଏଫ) ଅଧୀନରେ ରହିବ ବୋଲି ସେ କହିଛନ୍ତି।






More Stories
ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି,ପ୍ରଧାନମନ୍ତ୍ରୀ, ରାହୁଲ ଗାନ୍ଧୀ, ଅନ୍ୟ ବିଶିଷ୍ଟ ବ୍ୟକ୍ତି…..
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..