ରିପୋର୍ଟ କାର୍ଡ / ବାରିପଦା
ବାରିପଦା ମେଡିକାଲ କଲେଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି | ତୃତୀୟ ମହଲା ପ୍ରସୂତି ବିଭାଗରେ ନିଆଁ ଲାଗିଥିବା ଜଣାପଡିଛି | ICU ରେ ଥିବା ରୋଗୀଙ୍କୁ ସ୍ଥାନାନ୍ତର କରାଯାଇଛି | ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତକରିଛି |ସଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।
More Stories
ହୋଟେଲ ଚେକ୍-ଇନ୍ରେ ବଦଳିବ ନିୟମ!…..
ଆମ ବସ୍’ ଯାତ୍ରା ମାଗଣା…..
ଉଭୟ ପଡିଆରେ ବାଲିଯାତ୍ରା ପାଇଁ ସରକାରଙ୍କୁ ପ୍ରସ୍ତାବ…..