ରିପୋର୍ଟ କାର୍ଡ / ଭୁବନେଶ୍ୱର
ବରିଷ୍ଠ ଆଇପିଏସ ସ୍ତରରେ ଅଦଳ ବଦଳ କଲେ ରାଜ୍ୟ ସରକାର। ଯଶୋବନ୍ତ ଜେଠୱା ହେଲେ ଭିଜିଲାନ୍ସ ନିର୍ଦ୍ଦେଶକ। ସେହିପରି ଲଳିତ ଦାସ ହେଲେ ଗୁଇନ୍ଦା ନିର୍ଦ୍ଦେଶକ। ଦେବାଶିଷ ପାଣିଗ୍ରାହୀଙ୍କ କରୋନାରେ ଆକ୍ରାନ୍ତ ହୋଇ ଦେହାନ୍ତ ପରେ ଖାଲି ପଡିଥିଲା ପଦ । ତାଙ୍କ ପରେ ଯଶବନ୍ତ ଜେଠଓ୍ବା ହୋଇଛନ୍ତି ନୂଆ ଭିଜିଲାନ୍ସ ନିର୍ଦ୍ଦେଶକ । ସଂଜୀବ ପଣ୍ଡା ହେଲେ କ୍ରାଇମବ୍ରାଞ୍ଚ ଏଡିଜି। ରାଧାକୃଷ୍ଣ ଶର୍ମା ହେଲେ ଆଇନଶୃଙ୍ଖଳା ଏଡିଜି । ଅରୁଣ ବୋଥ୍ରା ହେଲେ ପରିବହନ କମିଶନର। ଅସିତ ପାଣିଗ୍ରାହୀ ହେଲେ ଆଇଜି ଭିଜିଲାନ୍ସ ଓ ସୁଧାଂଶୁ ଷଡ଼ଙ୍ଗୀ ହେଲେ ଗୃହ ବିଭାଗ ଓଏସ୍ଡି ଭାବେ ନିଯୁକ୍ତି ପାଇଛନ୍ତି।
More Stories
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..
ବାଲେଶ୍ୱର ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ଏବେବି ସଙ୍କଟାପନ୍ନ…..