ରିପୋର୍ଟ କାର୍ଡ / କଟକ
ବର୍ଷା ଅନୁଭବ ପାରିବାରିକ କଳହ ବଢି ବଢି ଚାଲିଛି। ପରସ୍ପରକୁ ସୋସିଆଲ ମିଡିଆରେ ଆକ୍ଷେପ ନକରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆଜି ବର୍ଷାଙ୍କ ଆବେଦନର ଶୁଣାଣି କରି ଏହି ଅନ୍ତରୀଣ ନିର୍ଦ୍ଦେଶ ଦେଲେ କୋର୍ଟ । ସୋସିଆଲ ମିଡିଆରେ ତାଙ୍କ ସମ୍ମାନ ହାନୀ ହେଉଥିବା ନେଇ ଆପତ୍ତି ଉଠାଇଥିଲେ ବର୍ଷା । ପରବର୍ତ୍ତୀ ଶୁଣାଣି ଜୁଲାଇ ୪ ତାରିଖକୁ ଦିନ ଧାର୍ଯ୍ୟ ହୋଇଛି | ସୂଚନା ଅନୁସାରେ ସୋସିଆଲ ମିଡିଆରେ ସମ୍ମାନ ହାନୀ ହେଉଥିବା ନେଇ ଆପତ୍ତି ଉଠାଇଥିଲେ ବର୍ଷା । ଆପତ୍ତିଜନକ ପୋଷ୍ଟ ଉପରେ ଅଙ୍କୁଶ ଲଗାଇବାକୁ ଆବେଦନ କରିଥିଲେ ବର୍ଷା । ଗତ କିଛି ଦିନ ତଳେ ପୁରିଘାଟ ଥାନାରେ ବର୍ଷା ପ୍ରିୟଦର୍ଶିନୀଙ୍କ ଲିଖିତ ଅଭିଯୋଗ କ






More Stories
ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ…..
ବନ୍ୟା ପ୍ୟାକେଜ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……