ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଓ ମୁମ୍ବାଇରେ ଥିବା ବିବିସିର ଅଫିସ୍ରେ ଆୟକର ବିଭାଗ ରେଡ୍ କରିଛି। ସମସ୍ତ କର୍ମଚାରୀଙ୍କ ଫୋନ ଜବତ କରିବା ସହ ଅଫିସ ଛାଡ଼ି ଘରକୁ ଫେରି ଯିବାକୁ କୁହାଯାଇଛି। ସେପଟେ ଲଣ୍ଡନରେ ଥିବା ବିବିସି କାର୍ଯ୍ୟାଳୟକୁ ମଧ୍ୟ ଚଢାଉ ବାବଦରେ ସୂଚନା ଦିଆଯାଇଛି। ହେଲେ ଏର୍ଯ୍ୟନ୍ତ ଆୟକର ବିଭାଗ ପକ୍ଷରୁ ଏନେଇ କୌଣସି ସୂଚନା ଦିଆଯାଇନାହିଁ। ସେପଟେ ଆଜିର ଆୟକର ଚଢାଉକୁ ବିରୋଧୀମାନେ ବିବିସି ଡକ୍ୟୁମେଣ୍ଟାରୀ ସହ ଯୋଡି କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି।






More Stories
ଅସ୍ତ୍ର ବିରତି ସତ୍ତ୍ବେ ଇସ୍ରାଏଲର ଆକ୍ରମଣ ଜାରି….
ଆଜି ଆସାମ,କେରଳ ଓ ପୁଡୁଚେରୀ ନିର୍ବାଚନ…..
ମୋହସିନା କିଦୱାଇଙ୍କ ପରଲୋକ…..