ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ବିଏମ୍ସି ଘର ଭାଙ୍ଗୁଥିବା ବେଳେ କାନ୍ଥ ପଡି କବାଡିଆଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି | ଭୁବନେଶ୍ବର କୋରାପୁଟ ଭବନରେ ଘଟିଛି ଏଭଳି ଅଘଟଣ । ଘର ଭଙ୍ଗା ଚାଲିଥିବା ବେଳେ କବାଡିଆ ଘର ପାଖରେ ଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି । ଘଟଣାସ୍ଥଳରେ ଲିଙ୍ଗରାଜ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି ।






More Stories
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା; ବିଦ୍ୟାଭାରତୀଙ୍କ ଆବେଦନର ଶୁଣାଣି ଶେଷ….
ଆମ ବସ୍’ ଯାତ୍ରା ମାଗଣା…..
ଡି.ଏ.ଭି. ପବ୍ଲିକ୍ ସ୍କୁଲ,କଳିଙ୍ଗ ନଗରରେ ରକ୍ଷାବନ୍ଧନ ଉତ୍ସବ ପାଳିତ…..