ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱର ବିଚ୍ ରାସ୍ତାରେ ମହିଳା ସବ୍ ଇନ୍ସପେକ୍ଟର ଦୁର୍ବୃତ୍ତଙ୍କ କବଳରୁ ବର୍ତ୍ତି ପାରି ନାହାନ୍ତି। ମହିଳା ଅଫିସରଙ୍କୁ ଦୁର୍ବୃତ୍ତମାନେ ଗାଡ଼ିରେ ପିଛା କରିବାରୁ ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପଶି ଯାଇଥିଲେ। ଏହାଦେଖି ଅଭିଯୁକ୍ତମାନେ ଫେରାର ହୋଇ ଯାଇଛନ୍ତି । ୨ ଦିନ ତଳେ ଏହି ଘଟଣା ଘଟିଥିବା ବେଳେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଧରିବାକୁ ବିଭିନ୍ନ ସ୍ଥାନର ସିସିଟିଭି ଫୁଟେଜ ଯାଞ୍ଚ କରୁଛି ପୋଲିସ






More Stories
ଘୁଞ୍ଚିଲା ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖ……
ରାଫେଲରେ ଉଡିଲେ ରାଷ୍ଟ୍ରପତି……
ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ……