ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ନୀଳକଣ୍ଠେଶ୍ଵର ମନ୍ଦିର ନିକଟସ୍ଥ ପୋଖରୀରେ ବୁଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଓମ୍ ପ୍ରକାଶ ପ୍ରଧାନ। ସେ ବରମୁଣ୍ଡା ସ୍ଥିତ ପୌରପାଳିକ ହାଇସ୍କୁଲରେ ଅଷ୍ଟମ ଶ୍ରେଣୀରେ ପଢ଼ୁଥିଲେ | ଖଣ୍ଡଗିରିସ୍ଥିତ ତପୋବନ ବଳିଆ ବାବା ଆଶ୍ରମରେ ସେ ରହୁଥିବା ଜଣାପଡିଛି |
More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..