Report Card Odisha

| Daily Odia News

ଧାରଣାରେ ଘରୋଇ ବସ ମାଲିକ ସଂଘ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟ ସରକାରଙ୍କର ଲକ୍ଷ୍ମୀ ଯୋଜନା ଓ ମୋ ବସ ଚଳାଚଳର ପ୍ରକ୍ରିୟା ବିରୋଧରେ ରାଜ୍ୟ ଘରୋଇ ବସ ମାଲିକ ସଂଘ ଧାରଣା ଦେଇଛନ୍ତି। ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଧାରଣାରେ ବସିଛନ୍ତି ବସ ମାଲିକ। ସରକାର ନ ଶୁଣିଲେ ଡିସେମ୍ବର୧ ତାରିଖରେ ବସ ଧର୍ମଘଟ ପାଇଁ ସଂଘ ଚେତାବନୀ ଦେଇଛି। ସୂଚନାଯୋଗ୍ୟ, କଟକ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଏକ ବୈଠକରେ ୨୨ ତାରିଖ ଦିନ ବିଧାନସଭା ଆଗରେ ପ୍ରତିବାଦ ନିଷ୍ପତ୍ତିକୁ ସମ୍ମତି ପ୍ରଦାନ କରାଯାଇଥିଲା। ୧୦୦ ଜଣ ବସ୍ ମାଲିକ ଏହି ପ୍ରତିବାଦରେ ସାମିଲ୍ ହେବେ ବୋଲି ନିଷ୍ପତ୍ତି ନିଆଯାଇଥିଲା।

Breaking News