Report Card Odisha

| Daily Odia News

ପେଟ୍ରୋଲ ଢାଳି ନିଜକୁ ଜାଳିଦେଲେ ଯୁବକ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜଧାନୀ ଭୁବନେଶ୍ୱରରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଦେହରେ ପେଟ୍ରୋଲ ଢାଳି ନିଜକୁ ଜାଳି ଦେଲେ ଯୁବକ। ଏଭଳି ଅଭାବନୀୟ ଘଟଣା ବଡଗଡ ଥାନା କେଶୁରା ଗାଁରେ ଘଟିଛି। ପରିବାରରେ କଳହ ଲାଗିବାରୁ ରାଗରେ ନିଜକୁ ଜାଳି ଦେଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ନିଜକୁ ନିଆଁରେ ଜାଳିବା ଦୃଶ୍ୟ ସିସିଟିଭରେ କଏଦ ହୋଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

Breaking News