ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ହୋଟେଲରେ ଖାଇବା ପାଇଁ ବାରଣ କରିଛି ବିଏମ୍ସି । ଏଣିକି ଆଉ ରେଷ୍ଟୁରାଣ୍ଟରେ ବସି ଖାଇପାରିବେ ନାହିଁ । କେବଳ ପାର୍ଶଲ ଆଣିବାର ବ୍ୟବସ୍ଥା ରହିଛି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କୁହାଯାଇଛି। ଅନ୍ଲାଇନ୍ରେ ଖାଦ୍ୟ ଅର୍ଡର କରାଯାଇପାରିବ। ଗତ ୧୯ ତାରିଖରେ ସ୍ବତନ୍ତ୍ର ରିଲିଫ କମିଶନର ଏନେଇ ଗାଇଡ୍ଲାଇନ୍ ଜାରି କରାଯାଇଥିବା କହିଥିଲେ। ତେବେ ଆଜିଠାରୁ ବିଏମ୍ସି ଏହାକୁ କଡ଼ାକଡ଼ି କରାଯାଇଛି ।






More Stories
ଫାଟିଲା ଗ୍ୟାସ୍ ସିଲିଣ୍ଡର; ଜଳିଲା ବଜାର….
ତହସିଲ୍ଦାରଙ୍କ ଘରେ ଭିଜିଲାନ୍ସ ରେଡ଼…..
ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ଘୋଷଣା…..