ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜଧାନୀ ଭୁବନେଶ୍ୱରର ଓୟୋ ରୁମରେ ବେଟିଂ ବେଳେ ପୋଲିସ୍ ଚଢ଼ାଉ କରିଛି | ଏୟାରପୋର୍ଟ ଥାନା ଅଂଚଳର ଏକ ଓୟୋ ରୁମରେ ଅନଲାଇନ ଜୁଆ ଆଡ୍ଡା ଚାଲିଥିବା ବେଳେ ଏହାର ପର୍ଦ୍ଦାଫାଶ କରିଛି କମିଶନରେଟ୍ ପୋଲିସ୍ | ଗୋଟିଏ କାର ସହ ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି ଏବଂ ଘଟଣାରେ ସମ୍ପୃକ୍ତ ଥିବା ୭ଜଣଙ୍କୁ ଗିରଫ କରିଛି ପୋଲିସ୍ । ତେବେ ଯାହା ସୂଚନା ମିଳିଛି ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ଘର ଝାଡ଼ଖଣ୍ଡ ଓ ଭୁବନେଶ୍ୱର ।






More Stories
ଝାରପଡ଼ା ଜେଲରେ ଅସମ୍ଭାଳ ସ୍ଥିତି…..
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବ୍ୟବସାୟୀ ଅପହରଣ ମାମଲା: ପୋଲିସ-ସାମ୍ବାଦିକ ଗିରଫ…..