ରିପୋର୍ଟ କାର୍ଡ / ଭୁବନେଶ୍ଵର
ଗତ ୩ ଦିନ ମାର୍କେଟ ବିଲ୍ଟିଂ ବନ୍ଦ ପରେ ଆଜିଠୁ ଖୋଲିଛି । ଉଠା ଦୋକାନୀ ଓ ବ୍ୟବସାୟୀ ସଂଘ ମଧ୍ୟରେ ଚାଲିଥିବା ବିବାଦକୁ ନେଇ ମାର୍କେଟ ବିଲ୍ଡିଂ ବନ୍ଦ ରହିଥିଲା । ଫଳରେ ବ୍ୟବସାୟୀଙ୍କ ବ୍ୟବସାୟ ଉପରେ ପ୍ରଭାବ ପଡ଼ିଥିଲା । ଆଜି ଏନେଇ ସେଂଟ୍ରାଲ ମାର୍କେଟ ସଂଘ ପକ୍ଷରୁ ବିଏମସି ଅଫିସ ଘେରାଉ କରାଯାଇଥିଲେ । ଘେରାଉ ପରେ ଅତିରିକ୍ତ ବିଏମସି କମିଶନରଙ୍କ ସହ ଆଲୋଚନା ପରେ ମାର୍କେଟ ବିଲ୍ଟିଂ ଖୋଲିଛି | ଏନେଇ ସୂଚନା ଦେଇଥିଲେ ସେଂଟ୍ରାଲ ମାର୍କେଟ ଆସେସିଏସନର ସଭାପତି ।






More Stories
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……
ଡି.ଏ.ଭି.ପବ୍ଲିକ ସ୍କୁଲ ରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ…..
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..