ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଭୁବନେଶ୍ବରରୁ ରାଉରକେଲାକୁ ବିମାନ ଉଡ଼ାଣ ଆରମ୍ଭ ହୋଇଛି। ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ବର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ। ଏହାକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ।






More Stories
ଏକାଠି ଲଢିବେ ରାଜ ଠାକରେ ଏବଂ ଉଦ୍ଧବ ଠାକରେ…..
ଇଣ୍ଟରନେଟ୍ ସେବା ବନ୍ଦ……
ହାଇଦ୍ରାବାଦ ଯାଉଥିବା ବ୍ରିଟିଶ ଏୟାରୱେଜ୍ ବିମାନକୁ ବୋମା ଧମକ…..