ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜିଠାରୁ ଭୁବନେଶ୍ବରରୁ ରାଉରକେଲାକୁ ବିମାନ ଉଡ଼ାଣ ଆରମ୍ଭ ହୋଇଛି। ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ବର ଲୋକସଭା ସଦସ୍ୟ ଅପରାଜିତା ଷଡ଼ଙ୍ଗୀ। ଏହାକୁ ଭର୍ଚୁଆଲରେ ଉଦଘାଟନ କରିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ।






More Stories
ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି……
ଯଶପାଲ ରାଣାଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ଶୋକ…..
ଖାଲି ଗୃହିଣୀ ନୁହେଁ ସେମାନେ ରାଷ୍ଟ୍ର ନିର୍ମାତା…..