ରିପୋର୍ଟ କାର୍ଡ / କଟକ
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ବିବାଦୀୟ ମନ୍ତବ୍ୟ ଦେଇଥିବା ବ୍ରହ୍ମପୁର ଏସ୍ପି ଶ୍ରବଣ ବିବେକ ଏମ୍ ହାଇକୋର୍ଟରେ ମଙ୍ଗଳବାର ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। କ୍ଷମା ପ୍ରାର୍ଥନାକ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ତାଙ୍କ ବିରୋଧରେ ମାମଲା ନ ଚଲାଇବାକୁ ହାଇକୋର୍ଟ ମଙ୍ଗଳବାର ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ଏସ୍ପି ଶ୍ରବଣ ଏକ ନିର୍ବାଚନୀ ମାମଲା ସହ ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟଣାକୁ ଯୋଡ଼ି ବିବାଦୀୟ ମନ୍ତବ୍ୟ ଦେଇଥିଲେ।






More Stories
କଟିଲେ ୨୪.୩୩ ଲକ୍ଷ ଭୋଟର…..
ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍ଏମ୍ଡିଆର୍ ବିଲ୍……
୨୮ରେ ରାଜ୍ୟ କ୍ୟାବିନେଟ୍ ବୈଠକ……