ରିପୋର୍ଟ କାର୍ଡ / ଭଦ୍ରକ
ତିହିଡି ଥାନାରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ସରକାରୀ କ୍ୱାଟରରୁ ଉଦ୍ଧାର ହୋଇଛି। ଉକ୍ତ କନେଷ୍ଟବଳଙ୍କ ନାମ ତୋଫାନ କୁମାର ପାତ୍ର ବୋଲି ଜଣାଯାଇଛି। ଘଟଣାସ୍ଥଳରେ ତିହିଡ଼ି ପୋଲିସ ପହଞ୍ଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ ଲାଗି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି ତିହିଡ଼ି ପୋଲିସ ।






More Stories
ଝିଅ ଜନ୍ମ ହେଲେ ସରକାର ଦେବେ ଟଙ୍କା…..
ତୈଳ କମ୍ପାନୀମାନଙ୍କ ସହ ଯୋଗାଣ ମନ୍ତ୍ରୀଙ୍କ ବୈଠକ…..
ପଶ୍ଚିମବଙ୍ଗରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…..