ରିପୋର୍ଟ କାର୍ଡ / ଭଦ୍ରକ
ଶୁକ୍ରବାର ମଧ୍ୟରାତ୍ରିରୁ ୨୭ ତାରିଖ ସକାଳ ୬ ଘଟିକା ପର୍ଯ୍ୟନ୍ତ ସମଗ୍ର ଭଦ୍ରକ ପୌରାଞ୍ଚଳରେ ୧୪୪ ଧାରା ଜାରି ରହିବଛି । ଆଇନ ଶୃଙ୍ଖଳା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏଭଳି କଟକଣା ଲଗାଯାଇଥିବା ସୂଚନା ଦେଇଛି । ସେହିପରି ବିଜୟ ଶୋଭାଯାତ୍ର ଉପରେ ମଧ୍ୟ କଟକଣା ଲାଗିଛି । ୫ ଜଣ ଲୋକ ଏକାଠି କୌଣସି ସ୍ଥାନରେ ଠିଆ ହୋଇପାରିବେନାହିଁ । ୨୬ ତାରିଖ ସକାଳ ୬ ରୁ ୨୭ ତାରିଖ ସକାଳ ୬ ପର୍ଯ୍ୟନ୍ତ ସହର ମଧ୍ୟକୁ ଚାରି ଚକିଆ ଗାଡ଼ି ଆସିପାରିବନାହଁ । ଉଭୟ ଘରୋଇ ଓ କମର୍ସିଆଲ ଗାଡ଼ି ଉପରେ କଟକଣା ଜାରି ରହିଛି । ଜରୁରୀ ସେବାରେ ନିୟୋଜିତ ଥିବା ଗାଡ଼ି ଯାତାୟାତ କରିବ ।
More Stories
ଭୁବନେଶ୍ୱରରେ ରାଷ୍ଟ୍ରପତି…..
ପୁଣି ଅଶାନ୍ତ ଶ୍ରୀକ୍ଷେତ୍ର:ଅଟୋଚାଳକଙ୍କୁ ହାଣୀଲେ ଦୃର୍ବୁତ୍ତ….
ହସ୍ପିଟାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ…..