ରିପୋର୍ଟ କାର୍ଡ / ଭଦ୍ରକ
ଆଜି ପୌର ନିର୍ବାଚନ ପାଇଁ ବିିଭିନ୍ନ ସ୍ଥାନରେ ମତଦାନ ଜାରିରହିଛି | ଭଦ୍ରକରେ ମତଦାନ ସମୟରେ ଏକ ଅଭାବନୀୟ ଘଟଣା ଘଟିଥିବା ନେଇ ସୂଚନା ମିଳିଛି। ବୁଥ ସାମ୍ନାରେ ଜଣେ ଯୁବକଙ୍କୁ ଛୁରାମାଡ ହୋଇଛି। ଏହାର ପ୍ରତିବାଦରେ ସ୍ଥାନୀୟଲୋକେ ରାସ୍ତା ଅବରୋଧ କରିଛନ୍ତି। ଧାମନଗର ଏନଏସି ୯ ନମ୍ବର ୱାର୍ଡ ୧୬ ନମ୍ବର ବୁଥ୍ ସାମ୍ନାରେ ଛୁରାମାଡ ହୋଇଛି। ଭୋଟ ଦେବାକୁ ନେଇ ବଚସା ପରେ ଯୁବକଙ୍କୁ ଛୁରାମାଡ ହୋଇଛି ବୋଲି ସୂଚନା ମିଳିଛି। ଯୁବକଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।






More Stories
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..
ରାଉରକେଲା ବିମାନ ଦୁର୍ଘଟଣା:ଆବଶ୍ୟକ ପଡିଲେ ଏୟାର ଲିଫ୍ଟିଙ୍ଗ…..