ରିପୋର୍ଟ କାର୍ଡ / ଭୁବନେଶ୍ୱର
ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦ ଛାଡିଛନ୍ତି ଭକ୍ତ ଚରଣ ଦାସ। ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନ ଯୋଗୁଁ ସେ ତାଙ୍କ ଇସ୍ତଫା ପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ପଠାଇଛନ୍ତି। କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷରୁ ବିଜୟ ପଟ୍ଟନାୟକଙ୍କୁ ହଟାଇ ତାଙ୍କ ସ୍ଥାନରେ ଭକ୍ତ ଦାସ ନିଯୁକ୍ତ ହୋଇଥିଲେ। ଲୋକସଭା ନିର୍ବାଚନରେ ପ୍ରଦେଶ କଂଗ୍ରେସ ଓଡ଼ିଶାରେ ଭଲପ୍ରଦର୍ଶନ କରିପାରିନାହିଁ |
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..