Report Card Odisha

| Daily Odia News

ଓଡ଼ିଶାରେ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶାରେ ‘ବନ୍ଦେ ଭାରତ’ ଏକ୍ସପ୍ରେସର ଟ୍ରାଏଲ ରନ୍ ଆରମ୍ଭ ହୋଇଛି | ଆଜି ସକାଳ ୬ଟା ୧୦ରେ ପୁରୀ-ହାୱଡ଼ା ରୁଟରେ ଏହି ଟ୍ରେନ ଛାଡ଼ିଛି । ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହିବ ଏହି ଅତ୍ୟାଧୁନିକ ଟ୍ରେନ୍। ଅପରାହ୍ନ ୧୨ଟା ୩୫ରେ ପୁରୀରେ ପହଞ୍ଚିବ ଏହି ଟ୍ରେନ। ପୁଣି ଗୋଟାଏ ୫୦ ମିନିଟରେ ପୁରୀ ଛାଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ରାତି ୮ଟା ୩୦ରେ ହାୱଡ଼ା ପହଞ୍ଚିବ।

Breaking News