ରିପୋର୍ଟ କାର୍ଡ / କେନ୍ଦ୍ରାପଡା
କେନ୍ଦ୍ରାପଡ଼ା ଜିଲ୍ଲାର ଜାତୀୟ ଉଦ୍ୟାନ ଭିତରକନିକା ଆଜିଠାରୁ ବନ୍ଦ ରହିଛି । ଏଥିପାଇଁ ପର୍ଯ୍ୟଟକ ମାନଙ୍କୁ ବନ୍ଦ କରି ଦିଆଯାଇଛି । ଏହି ସମୟରେ ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବାସ କରୁଥିବା ବଉଳା କୁମ୍ଭୀର ମାନଙ୍କର ଗଣନା କାର୍ଯ୍ୟ ଆରମ୍ଭ ହେବ । ସେଥିପାଇଁ ୪ ଜାନୁଆରୀ ଠାରୁ ଆସନ୍ତା ୧୪ ଜାନୁଆରୀ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ । ତେବେ ୧୧ ଦିନ ଧରି ଭିତର କନିକାରେ କୁମ୍ଭୀର ଗଣନା କାର୍ଯ୍ୟକ୍ରମ ଜାରି ରହିବ ।






More Stories
ମୋଦୀଙ୍କ ହାତରେ ଦେଶ ଆଜି ସୁରକ୍ଷିତ…..
ମଧୁ ବାବୁ ପେନ୍ସନ୍ ଯୋଜନାର ଆବେଦନ ଯାଞ୍ଚ ପାଇଁ ନିର୍ଦ୍ଦେଶ…..
ବିନୟତୋଷ ମିଶ୍ରଙ୍କୁ ଡିଜିପି ଦାୟିତ୍ୱ……