Report Card Odisha

| Daily Odia News

୪ରୁ ଭିତରକନିକା ବନ୍ଦ…..

ରିପୋର୍ଟ କାର୍ଡ / ପଟ୍ଟାମୁଣ୍ଡାଇ

ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ | ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି  |

Breaking News