ରିପୋର୍ଟ କାର୍ଡ / ପଟ୍ଟାମୁଣ୍ଡାଇ
ଜାନୁଆରୀ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ ରହିବ | ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳଗୁଡିକରେ କୁମ୍ଭୀର ଗଣନା ଆରମ୍ଭ ହେବ । ଏଥିନିମନ୍ତେ ପର୍ଯ୍ୟଟକଙ୍କ ନିମନ୍ତେ ୧୧ ଦିନ ପାଇଁ ଭିତରକନିକା ବନ୍ଦ ରହିବ ବୋଲି ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ସୂଚନା ଦେଇଛନ୍ତି |






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..