ରିପୋର୍ଟ କାର୍ଡ / କେନ୍ଦ୍ରାପଡା
ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା | ଗତ ୩ ମାସ ଧରି କୁମ୍ଭୀର ପ୍ରଜନନ ପାଇଁ ବନ୍ଦ ରହିଥିଲା ଏହି ବିଶ୍ୱପ୍ରସିଦ୍ଧ ଜାତୀୟ ଉଦ୍ୟାନ । ଖବର ଅନୁଯାୟୀ, ଗତ ୩ ମାସ ଧରି ବନ୍ଦ ରହିଥିଲା ଭିତରକନିକା । ମେ ୧ ତାରିଖରୁ କୁମ୍ଭୀର ପ୍ରଜନନ ଋତୁ ପାଇଁ ବନ୍ଦ ରହିଥିଲା ଭିତରକନିକା । କିନ୍ତୁ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜନଗର ବନ ଖଣ୍ଡ ଅଧିକାରୀ ।






More Stories
ବିଜେଡି ନେତାଙ୍କ ଘରେ IT ରେଡ…..
ଏଣକି ରୁପା ଅଳଙ୍କାରରେ ମିଳିବ ଲୋନ୍…..
ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ଯାଞ୍ଚ…..