ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱରରେ ଆର୍ମି କ୍ୟାପଟେନ ଗୁରୁବନ୍ତ ସିଂ, ବାନ୍ଧବୀଙ୍କୁ ଥାନାରେ ମାଡ ଓ ଗିରଫ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ପୋଲିସ ଡିଜି। ରବିବାର ଦିନ ଭୁରତପୁର ଥାନାରେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଥିଲା। ମାମଲାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ପୁଙ୍ଖାନୁପୁଙ୍ଖ ତଦନ୍ତ କରି ରିପୋର୍ଟ ଦେବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମେଜରଙ୍କ ବାନ୍ଧବୀଙ୍କ ନାଁରେ ହୋଇଥିବା ମାମଲା ପ୍ରତ୍ୟାହାର ହେବ ବୋଲି ପୋଲିସ ଡିଜି କହିଛନ୍ତି। ଥାନାରେ ଏକ ଅଭିଯୋଗ କରିବାକୁ ଯାଇଥିବା ବେଳେ ଆକ୍ରମଣ ହୋଇଥିଲା।






More Stories
ଝଡ଼ ବର୍ଷା:୮ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..
ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ….
୨ରୁ ଯୁକ୍ତ ଦୁଇ ଖାତାଦେଖା…..