ରିପୋର୍ଟ କାର୍ଡ / ଭୁବନେଶ୍ଵର
ଭୁବନେଶ୍ୱର ଉପକଣ୍ଠ ହଂସପାଳ ଛକ ନିକଟସ୍ଥ ପୁରୀ ମୁଖ୍ୟ କେନାଲରେ ଆଜି ଏକ ଘଡ଼ିଆଳ କୁମ୍ଭୀର ଦେଖିବାକୁ ମିଳିଛି। କୁମ୍ଭୀରଟି ପ୍ରାୟ ୧୨ ଫୁଟରୁ ଅଧିକ ଲମ୍ବାର ହେବ | ଏହାକୁ ଦେଖି ଲୋକମାନେ କେନାଲ ପାଖରେ ଭିଡ ଜମାଇଥିଲେ | ସେପଟେ ଲୋକଙ୍କୁ ଘଉଡାଇବାକୁ ଘଟଣା ସ୍ଥଳରେ ପୋଲିସ ପହଁଚିଛି। ନରାଜ ମୁଣ୍ଡଳୀରୁ କୁମ୍ଭୀରଟି ଆସିଥିବା ଅନୁମାନ କରାଯାଉଛି।
More Stories
ଦୁଷ୍କର୍ମ ପରେ ଶିଶୁକନ୍ୟାକୁ ହତ୍ୟା….
କାଳବୈଶାଖୀ ଓ୍ବାର୍ନିଂ,୫୦ରୁ ୬୦ କି.ମି.ବେଗରେ ପବନ…..
ଭୁବନେଶ୍ୱରର ଦୁଇ ଷ୍ଟେସନ ନିକଟରୁ ୨ ମୃତଦେହ ଉଦ୍ଧାର…..