ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍ର ଆଇପିଏସ୍ ଅଫିସର ଅଟନ୍ତି। ପୂର୍ବରୁ ସେ କଟକ ଡିସିପି ଭାବେ କାର୍ଯ୍ୟ କରିଥିବାବେଳେ ଅନୁଗୋଳ ଏବଂ ଗଞ୍ଜାମ ଏସ୍ପି ଭାବେ କାମ କରିଥିଲେ। ୨୦୨୫ ଫେବୃଆରୀରେ ଭୁବନେଶ୍ୱର ଡିସିପି ଭାବେ ସେ ଯୋଗ ଦେଇଥିଲେ।






More Stories
ପୁଣି ଲଘୁଚାପ ସମ୍ଭାବନା…..
ମିଛ ଲୁଟ୍ ନାଟକର ପର୍ଦ୍ଦାଫାସ,୪ ଗିରଫ……
୧୦ ଜିଲ୍ଲାରେ ହେବ ନିଯୁକ୍ତି……