Report Card Odisha

| Daily Odia News

ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ ନାଁ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍‌ ନାମ । ଏନେଇ ଶନିବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି । ମନ୍ତ୍ରୀ କହିଛନ୍ତି,ଓଡିଶାରେ ଓଡିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ। ଏନେଇ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

Breaking News