ରିପୋର୍ଟ କାର୍ଡ / ଭୁବନେଶ୍ୱର
ବଦଳିବ ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟିନ୍ ନାମ । ଏନେଇ ଶନିବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ପକ୍ଷରୁ ସୂଚନା ମିଳିଛି । ମନ୍ତ୍ରୀ କହିଛନ୍ତି,ଓଡିଶାରେ ଓଡିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତ୍ତନ ହେବ। ଏନେଇ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।






More Stories
ତେଲିଆ ଖାଦ୍ୟକୁ ‘ନା’, ସୁସ୍ଥ ଖାଦ୍ୟକୁ ‘ହଁ’……
ସେତୁ ବନ୍ଧନ ଯୋଜନାରେ ହେବ ୩,୧୬୭ଟି ସେତୁ…..
ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା…..