ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ୟୁନିଟ-୧ ହାଟକୁ ବନ୍ଦ କଲା ବିଏମ୍ସି | କୋଭିଡ କଟକଣାକୁ ଦେଖି ଭୁବନେଶ୍ୱର ୟୁନିଟ-୧ ଭିତର ହାଟକୁ ଜୁଲାଇ ୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ବିଏମ୍ସି ପକ୍ଷରୁ ସୂଚନା ଦିଆଯାଇଛି। ଉଭୟ ହୋଲସେଲ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ବନ୍ଦ କରାଯାଇଛି । କୋଭିଡ ସଂକ୍ରମଣ ବଢ଼ିବା ଆଶଙ୍କାରେ ବିଏମ୍ସି ପକ୍ଷରୁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ହାଟ ଭିତରେ ଲୋକ ଭିଡ ହେଉଥିବାରୁ ଏଠାରେ କୋଭିଡ ନିୟମ ପାଳନ କରାଯାଉ ନାହିଁ। ଏହାକୁ ଦୃଷ୍ଟିରେ ରଖି ବିଏମ୍ସି ଏପରି ଏକ ପଦକ୍ଷେପ ନିଆଯାଇଛି।






More Stories
ଡି.ଏ.ଭି.ପବ୍ଲିକ ସ୍କୁଲ ରେ ‘ହର ଘର ତିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ…..
“ମୋ କଣ୍ଠ, ମୋ ପରିଚୟ” ପ୍ରତିଯୋଗିତା ଅନୁଷ୍ଠିତ…..
ସୌମ୍ୟ ହତ୍ୟା ମାମଲା:ମିଳିଲାନି ପ୍ରମାଣ,ମୁକୁଳିଲେ ଅଭିଯୁକ୍ତ…..