ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଉତ୍ତରାଖଣ୍ଡର ପିଥୋରାଗଡ ଓ ବାଗେଶ୍ୱର ଜିଲ୍ଲାରେ ସୋମବାର ଭୂକମ୍ପ ଝଟକା ଅନୁଭବ ହୋଇଛି । ରିକ୍ଟର ସ୍କେଲରେ ଏହାର ତିବ୍ରତା ୩.୭ ରେକର୍ଡ କରାଯାଇଛି। ପିଥୋରାଗଡ ଜିଲ୍ଲାର ନାଚନୀ କ୍ଷେତ୍ର ଓ ବାଗେଶ୍ୱରରେ ଆଜି ଦ୍ୱିପ୍ରହରରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମୁନ୍ସୟାରୀ କୁହାଯାଉଥିବା ବେଳେ ଏହାର ଗଭୀରତା ୧୦ କିମି କୁହାଯାଉଛି। ଏଥିରେ କୌଣସି ଧନଜୀବନ ହାନୀ ହୋଇଥିବା ନେଇ ସୂଚନା ମିଳି ନାହିଁ।






More Stories
ୟୁକ୍ରେନ୍ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ,୧୨ ମୃତ……
ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଏନ୍. ଚନ୍ଦ୍ରଶେଖରନ୍ଙ୍କ ଇସ୍ତଫା…..
ଏଫସିଆରଏ ବିଲକୁ ଜେପିିସିକୁ ପଠାଇବା ପାଇଁ ପ୍ରସ୍ତାବ ଆଣିଲା କେନ୍ଦ୍ର…..