ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲ୍ ଶପଥ ଗ୍ରହଣ କରିବେ। ତାଙ୍କ ପରେ ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରାୟ ୨୫ଜଣ କ୍ୟାବିନେଟ୍ ମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିବେ। ଗାନ୍ଧୀନଗରରେ ହେବାକୁ ଥିବା ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ନିତିନ ଗଡ଼କରୀ ଏବଂ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗ ଦେବେ ବୋଲି ସୂଚନା ମିଳିଛି ।






More Stories
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ରବି ମିତ୍ତଲ…..
ରାମଲୀଲା ମୈଦାନରେ ଚାଷୀଙ୍କ ରଣହୁଙ୍କାର…..
ଇରାନ ଉପରେ ବଙ୍କର ବଷ୍ଟର ମାଡ଼ କଲା ଆମେରିକା…..