Report Card Odisha

| Daily Odia News

ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି । ସେ ଓଡିଶା ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟରତ ଥିଲେ। ବର୍ତ୍ତମାନ ଝାଡଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ଅକ୍ଟୋବର ୪ ତାରିଖରେ ସେ ହାଇକୋର୍ଟର ମୁଖ୍ୟବିଚାରପତି ଭାବେ ଶପଥ ଗ୍ରହଣ କରିଥିଲେ। ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡଙ୍ଗୀଙ୍କ ଘର ନୟାଗଡ ଓଡଗାଁରେ ହୋଇଥିବା ବେଳେ ଭୁବନେଶ୍ୱର ବିଜେବିରୁ ବାଣିଜ୍ୟରେ ଅନର୍ସ ରଖି ସ୍ନାତକ କରିଥିଲେ।

Breaking News